ମିଲି ଝିଲି ଦୁଇ ସାଙ୍ଗଙ୍କ ମଜାକଥା ଶୁଣିଲେ ହସି ହସି ଗଡ଼ିବେ ଆପଣ – odiajokes
ନମସ୍କାର, ପ୍ରିୟ ବନ୍ଧୁଗଣ ଆପଣ ମାନଙ୍କୁ ଆମ ନ୍ୟୁଜ ପୋର୍ଟାଲ କୁ ସ୍ୱାଗତ। ଆଜିକାଲି ଦୁନିଆ ରେ କାମ ଟେନସନ,ସ୍ତ୍ରୀ ଟେନସନ,ପ୍ରେମିକା ଟେନସନ,ପାଠ ପଢା ଟେନସନ,ଫ୍ୟାମିଲି ଟେନସନ, ଦୁନିଆ ଟେନସନ, ଏହି ସବୁ ଟେନସନ ରୁ ମୁକ୍ତି ପାଇବା ପାଇଁ ଆମେ ଆପଣଙ୍କ ପାଇଁ ପ୍ରତିଦିନ ନେଇ ଆସୁ ନୂଆ ନୂଆ ବଛା ବଛା ଜୋକ୍ସ। ଯାହା କୁ ପଢ଼ିଲେ ଆପଣ ଦିନ ଯାକ ହସି ହସି ଗଡୁଥିବେ। ହସିବା ପୁଣ୍ୟ ଅଟେ ଏବଂ ହସାଇବା ମହା ପୁଣ୍ୟ। ହସିବା ଦ୍ୱାରା ଆମ ଶରୀରର ଅଧା ରୋଗ ଭଲ ହୋଇଯାଏ। ଶରୀର ପ୍ରଫୁଲିତ ରୁହେ। ମାନସିକ ଚାପ ଯନ୍ତ୍ରଣା କମ ରୁହେ। ତେବେ ଆଜି ଆମେ ପୁଣି ନେଇ ଆସିଛୁ କିଛି ମଜାଦାର ଜୋକ୍ସ ଖାସ କରି ଆପଣଙ୍କ ପାଇଁ। ତେବେ ” ପଢୁଥାନ୍ତୁ ହସି ହସି ଗଡୁଥାନ୍ତୁ”।
୧)ସାଙ୍ଗ- ପତ୍ନୀ ସହିତ ଝଗଡା ଶେଷ ହେଲା କି । ସ୍ଵାମୀ- ଆଣ୍ଠେଇକି ଚାଲିକି ଆସିଥିଲା ମୋ ପାଖକୁ… ଆଣ୍ଠେଇକି… । ସାଙ୍ଗ- କଣ କହୁଛୁ ରେ । ସ୍ଵାମୀ- ଆଉ ନୁହେଁ ତ କଣ… । ସାଙ୍ଗ- ତାପରେ କଣ କହିଲା । ସ୍ଵାମୀ- କହିଲା ପଲଙ୍କ ତଳୁ ବାହାରକୁ ଆସ… ମୁଁ ଝାଡୁ ରଖିଦେଇଛି… ଏବେ ମାରିବି ନାହିଁ .

୨) ସ୍ଵାମୀ- କଣ ତୁମେ ମୋର ଜୀବନର ଚାନ୍ଦ ହେବ? ପତ୍ନୀ- ଖୁସି ହୋଇ)- ହଁ ସ୍ଵାମୀ…! ସ୍ଵାମୀ- ବହୁତ ଭଲ, ତ ଆଗ ମୋଠାରୁ 384000 କିଲୋମିଟର ଦୂରରେ ରୁହ…!!! ତାପରେ ସ୍ଵାମୀଙ୍କର ହେଇଛି ଜୋରଦାର ମାଡ.
୩) ଝିଅ ଏଟିଏମ ପାଖରେ ପପ୍ପୁ କୁ କହିଲା… । ଭାଇ ମୋତେ ମୋର ବାଲାନ୍ସ ଚେକ କରିବାର ଅଛି, ଆପଣ ମୋର ସହାୟତା କରନ୍ତୁ। ପପ୍ପୁ ଝିଅକୁ ଏକ ଜୋରରେ ଲାତ ମାରିଲା… ଝିଅ ପଡିଗଲା! ପପ୍ପୁ (ଝିଅ କୁ)- ଆପଣଙ୍କ ବାଲାନ୍ସ ବହୁତ ଖରାପ ଅଟେ…!!! ତାପରେ ଝିଅ ପପ୍ପୁକୁ ଜବରଦସ୍ତ ମାଡ ଦେଲା ।
୪) ସ୍କୁଲରୁ ଆସିବା ପରେ ପପ୍ପୁ ନିଜର ବାପାଙ୍କୁ କହିଲା… । ପପ୍ପୁ- ବାପା ମୋତେ ମାଡାମ ପ୍ରତିଦିନ ପିଟୁଛନ୍ତି । ବାପା- ତୁ ଭୟ ନକର ପୁଅ, ତୁ ତ ସିଂହର ପୁଅ ଅଟେ! ପପ୍ପୁ- ମାଡାମ ମଧ୍ୟ ଏହା କହୁଛନ୍ତି । ବାପା – କଣ? ପପ୍ପୁ- କେଜାଣି କେଉଁ ପଶୁର ପୁଅ ଅଟେ… କିଛି ପଢୁନାହିଁ .

୫) ମିଲି : ଜାଣିଛୁ ତୋ ସ୍ୱାମୀ ଲୁଚି ଲୁଚି ଗୋଟେ ଝିଅଙ୍କ ପାଖକୁ ଯାଉଛନ୍ତି
ଝିଲି : ତୁ କେମିତି ଜାଣିଲୁ?
ମିଲି : ମୁଁ ଦୁହିଁଙ୍କୁ ଓୟ ରେ ଦେଖିଥିଲି
ଝିଲି : ଆଛା ହଉ ରହ ଆଜିଠାରୁ ତାଙ୍କ କଦଳୀରେ ଲଙ୍କା ଗୁଣ୍ଡ ବୋଳି ଦେବି ???
ଏଭଳି ଅଧିକ ମଜାକଥା ପାଇଁ ଆମକୁ ଲାଇକ ଏବଂ ଫଲୋ ନିଶ୍ଚୟ କରନ୍ତୁ।
Be First to Comment