ବନ୍ଧୁମାନେ,ଆପଣ ମାନେ ଜାଣିଥିବେ ଗତ କିଛି ମାସ ତଳେ ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ସବ୍ୟସାଚୀ ଓ ଅଭିନେତ୍ରୀ ଅର୍ଚ୍ଚିତା ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି । ସବ୍ୟସାଚୀ ଓ ଅର୍ଚ୍ଚିତା ରାଜସ୍ଥାନ ର ଏକ ବିଲାସ ପୂର୍ଣ୍ଣ ସ୍ଥାନ ରେ ରାଜକୀୟ ଢଙ୍ଗ ରେ ବିବାହ କରିଥିଲେ । ସବ୍ୟ ଓ ଅର୍ଚ୍ଚିତା ଙ୍କ ପରିବାର ଉପସ୍ଥିତି ଥିଲେ ଏବଂ ହିନ୍ଦୁ ରୀତି ନୀତି ଅନୁସାରେ ବିବାହ ଘର ଟି ସମ୍ପୂର୍ଣ ହୋଇଥିଲା । ବିବାହ ର କିଛି ଦିନ ପରେ ସେ ଓଡ଼ିଶା କୁ ଫେରିଥିଲେ ତାପରେ ତାଙ୍କର ଗୃହ ପ୍ରବେଶ ହୋଇଥିଲା ।
ସବ୍ୟସାଚୀ ଓ ଅର୍ଚ୍ଚିତା ବିବାହ ଘର ର ରିଶେପେଶନ ଭୁବନେଶ୍ୱର ରେ ଆୟୋଜନ କରିଥିଲେ । ଏହି ବିବାହ ପାଟି ରେ ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦେଇଥିଲେ ।ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ପାଞ୍ଚ ଗୋଟି ଓଡ଼ିଆ ଫିଲ୍ମ୍ ରେ ଅଭିନୟ କରି ସାରିଲେଣି ସବ୍ୟସାଚୀ ଏବଂ ଅର୍ଚ୍ଚିତା । ତାଙ୍କର ଏହି ଅଭିନୟ ଦେଖିବା ପାଇଁ ଦର୍ଶକ ମାନେ ବହୁତ୍ ପସନ୍ଦ କରିଥାଆନ୍ତି ।ତାଙ୍କର ବିବାହ ୨୦୨୦ ମାର୍ଚ୍ଚ ରେ ହବା ର ଥିଲା କରୋନା ମହାମାରୀ କାରଣ ରୁ ସେ ଯଦି ଓଡ଼ିଶା ରେ ବିବାହ ଘର ଉତ୍ସବ ଟି ପାଳନ କରିଥାନ୍ତେ ତାହାଲେ ବହୁ ଗୁଡ଼ିଏ ଫ୍ୟାନ ଏବଂ ରିଲେଟିଭ୍ ଯୋଗ ଦେଇଥାନ୍ତେ ।
ଫଳ ରେ କୋରାନ କାରଣ ରୁ ଜଣ ଗହଳି ବଢି ଥାନ୍ତା ସେଥିପାଇଁ ସେ କାହାରି କୁ ନଜଣେଇ ରାଜସ୍ଥାନ ରେ ପରିବାର ଲୋକ ଙ୍କ ଉପସ୍ଥିତି ରେ ବିବାହ କରିଥିଲେ । ତାଙ୍କର ରିଶୀପେସନ୍ ଓଡ଼ିଆ ଫିଲ୍ମ୍ ର ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦବା ସହ ତାଙ୍କ ଫ୍ୟାନ ମାନେ ମଧ୍ୟ ଆସିଥିଲେ । ବର୍ତ୍ତମାନ ସେ ତାଙ୍କ ଶାଶୁଘରେ ବହୁ ଖୁସି ରେ ଅଛନ୍ତି ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।
Be First to Comment