Press "Enter" to skip to content

କାହିଁକି ବନ୍ଦ ହେଲା ଦ୍ୱାଦଶ ପରୀକ୍ଷା ମୋଦି ଙ୍କର ନୂଆ ନିୟମ CBSE ପିଲା ନିଶ୍ଚିତ ଦେଖନ୍ତୁ ଜରୁରୀ ତଥ୍ୟ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସସି ର ବୋର୍ଡ ପରୀକ୍ଷା ସମ୍ପର୍କରେ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି l ଚଳିତ ବର୍ଷ ସିବିଏସଇ କ୍ଲାସ୍ ପରୀକ୍ଷା ବାତିଲ କରାଯାଇଛି l ଯେଉଁଠାରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି l

ଏପ୍ରିଲ 14 ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୋର୍ଡ ପରୀକ୍ଷା ସମ୍ପର୍କରେ ଶିକ୍ଷା ମନ୍ତ୍ରଣାଳୟ ଏବଂ ସିବିଏସ୍ଇ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ ଯେଉଁଥିରେ ଏହି ନିଷ୍ପତ୍ତି ନିଆଯାଇଛି l ଦେଶରେ କ-ରୋନା ମହାମାରୀରୁ ସୃଷ୍ଟି ହେଉଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି l

ପ୍ରଥମ ଥର ପାଇଁ ଏହା ହଉଛି ଯେତେବେଳେ CBSE ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସମ୍ପୂର୍ଣ୍ଣ ବାତିଲ କରିଦେଇଛି l ଏଭଳି ପରିସ୍ଥିତିରେ ଛାତ୍ରଛାତ୍ରୀଙ୍କ ଫଳାଫଳ କିପରି ପ୍ରସ୍ତୁତ ହେବ ତାହା ଚିନ୍ତା କରିଛନ୍ତି ସରକାର l

ପିଏମ ମୋଦୀଙ୍କ ବୈଠକରେ ଏହା ମଧ୍ୟ ଆଲୋଚନା କରାଯାଇଥିଲା l ସରକାର ଏହି ସିଦ୍ଧାନ୍ତରେ ପହଞ୍ଚିଛନ୍ତି ଯେ ସିବିଏସ୍ଇ ଏହାର ନିଷ୍ପତି ସ୍ଥିର କରିବ l ସମାନ ଆଧାରରେ ଚଳିତ ବର୍ଷ ସିବିଏସସି ଦଶମ ଛାତ୍ରଛାତ୍ରୀଙ୍କ ଫଳାଫଳ ପ୍ରସ୍ତୁତ ହେବ l

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ର ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ l

ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ l ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

More from BREAKING NEWSMore posts in BREAKING NEWS »

Be First to Comment

Leave a Reply

Your email address will not be published.