Press "Enter" to skip to content

Weather Updates ପୁଣି ଓଡ଼ିଶାକୁ ମାଡି ଆସିଲା ଭୟଙ୍କର ବାତ୍ୟା, ଏହି ୬ଟି ଜିଲ୍ଲାକୁ High Alart ଜାରି

ଏବେ ଏବେ ଓଡ଼ିଶାକୁ ମାଡ଼ି ଆସିଲା ଆଉ ଏକ ଭୟଙ୍କର କାଳବୈଶାଖୀ ବର୍ଷା । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ତରଫରୁ ୬ଟି ଜିଲ୍ଲାକୁ ହାଇ ଆଲର୍ଟ ଜାରି କରାଗଲା । ଯାହା ଆପଣଙ୍କ ପାଇଁ ରହିଛି ଏକ ଲାଟେଷ୍ଟ୍ ନ୍ୟୁଜ୍ । ରାଜ୍ୟରେ ବର୍ତ୍ତମାନ ସକ୍ରିୟ ରହିଛି କାଳବୈଶାଖୀ । ଘଡଘଡି ବିଜୁଳି ସହିତ ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହି ୬ଟି ଜିଲ୍ଲା ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଢେଙ୍କାନାଳ । ଏହି ୬ଟି ଜିଲ୍ଲା ପାଇଁ ଜାରି ହେଲା ସତର୍କ ସୂଚନା ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଭୟଙ୍କର ରୂପ ଧାରଣ କରିବ କାଳବୈଶାଖୀ ବର୍ଷା । କାଳବୈଶାଖୀ ପ୍ରଭାବ ଆହୁରି ତିନି ରୁ ଚାରି ଦିନ ପଡ଼ିବ ବୋଲି ଯାହା ସୂଚନା ରହିଛି । ସଭିଙ୍କ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବାର ସମ୍ଭାବନା ରହିଛି ।

ତେବେ ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କତା ଜାରି ହୋଇଛି । ସେପଟେ ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳବତ୍ତର ରୂପ ନେଇଛି । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ସେପଟେ ଅଧିକ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ଦକ୍ଷିଣ ଆରବସାଗର, ଦକ୍ଷିଣ ମାଳଦ୍ଵୀପ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସମ୍ପୂର୍ଣ୍ଣ ସକ୍ରିୟ ରହିଛି । ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଯାହା ବର୍ତ୍ତମାନ ସମୟରେ ପାଣିପାଗ ବିଭାଗ ପକ୍ଷରୁ ରହିଛି ଲାଟେଷ୍ଟ୍ ଅପଡେଟ ।

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ୬ଟି ଜିଲ୍ଲାକୁ ଜାରି ହୋଇଛି ସତର୍କ ସୂଚନା । ଆସନ୍ତା ୨୪ ଘଣ୍ଟା ଭିତରେ ଆରମ୍ଭ ହୋଇଯିବ ପ୍ରବଳ ବର୍ଷା ଆଉ ଘଡଘଡି । ତେଣୁ ଏହି ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆମେ ପ୍ରତିଦିନ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରାଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ର ଖବର ଆପଣଙ୍କ ପାଇଁ ନେଇ ଆସିବୁ । ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ । ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ।

ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ। ଜୟ ଜଗନ୍ନାଥ । ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ। ଆପଣଙ୍କ ଭଲପାଇବା ଆମକୁ ବହୁତ ପ୍ରେରଣା ଦେବା ସହ ଏମିତି ଖବର ଯୋଗାଇଦେବାକୁ ଉତ୍ସାହିତ କରିବ।

Be First to Comment

Leave a Reply

Your email address will not be published.