Press "Enter" to skip to content

Weather Updates ଆଜି ରାଜ୍ୟରେ ଘଡଘଡି ସହ ବର୍ଷା ହେବ ଏହି ଜିଲ୍ଲା କୁ Red Warning

ପାଣିପାଗକୁ ନେଇ ଆସିଲା ବଡ ଖବର । ଘଡଘଡି ସହ ବର୍ଷା ହେବ ବୋଲି ସୂଚନା ମିଳିଛି । ଆଜି ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ଅଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଆଉ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଉ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ଲାଗି ବର୍ଷା ଲାଗି ରହିବ ।

ଆଗାମୀ ଦିନରେ ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିବା ନେଇ ସତର୍କ କରାଇଛି ଭୁବନେଶ୍ବର ସ୍ଥିତ ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡ଼ିକ ହେଉଛନ୍ତି, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ବାଲେଶ୍ଵର, ନବରଙ୍ଗପୁର, ମୟୂରଭଞ୍ଜ । ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଲାଗି ବର୍ଷା ଆଉ ଘଡଘଡି ଆଉ ବଜ୍ରପାତ ହେବାର ସମ୍ଭାବନା ରହିଛି ।

କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଏହି ସମୟରେ ଲୋକଙ୍କୁ ଖୋଲା ସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି । ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ଆଉ ଘଡଘଡି ହେବ ବୋଲି କୁହାଯାଇଛି ।

ଆମେ ପ୍ରତିଦିନ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରାଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ର ଖବର ଆପଣଙ୍କ ପାଇଁ ନେଇ ଆସିବୁ । ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ । ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ।

ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ। ଜୟ ଜଗନ୍ନାଥ । ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ। ଆପଣଙ୍କ ଭଲପାଇବା ଆମକୁ ବହୁତ ପ୍ରେରଣା ଦେବା ସହ ଏମିତି ଖବର ଯୋଗାଇଦେବାକୁ ଉତ୍ସାହିତ କରିବ।

More from Weather updateMore posts in Weather update »

Be First to Comment

Leave a Reply

Your email address will not be published.