Press "Enter" to skip to content

ଆରପାରିକୁ ଚାଲିଗଲା ଭାଇ : ଭାଇକୁ ଝୁରି ଝୁରି ଆ-ତ୍ମ-ହ-ତ୍ୟା କରିଦେଲା ଭଉଣୀ ।

ଆପଣମାନେ ସମସ୍ତେ ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଦେଖିଥିବେ।ଆଉ ଅନେକ ପ୍ରକାରର ଘଟଣା ମଧ୍ୟ ଆଜିକା ଦୁନିଆରେ ଘଟି ଚାଲିଛି।ଆଉ ଏମିତି ଅନେକ ଘଟଣା ଘଟୁଛି ଯାହାକୁ ଦେଖିଲେ ଆପଣ ବି କହିବେ ଏମିତି କାହିଁକି ହେଲା ? ଆଉ ଏମିତି ଅନେକ ପ୍ରଶ୍ନ ମଧ୍ୟ ଆପଣଙ୍କ ମନକୁ ଆସିବ।ଆଉ ଏମିତି କିଛି ଖବର ଅଛି ଯାହାକୁ ଦେଖିଲା ପରେ ମନରେ ଅନେକ ପ୍ରକାରର ଭାବନା ଆସିବ।ଆଉ ଏମିତି କିଛି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି।ଆଉ ଏମିତି ଏକ ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି ଯାହାକୁ ଦେଖିଲେ ଆପଣ ବହୁତ ଖୁସି ହେବେ।

ଭାଇ ମୃତ୍ୟୁର ତିନି ଦିନ ପରେ ଭଉଣୀର ମୃତ୍ୟୁ।୨ଦିନ ତଳେ ପାରାବେଡା ମହାବୀର ଲାଇନର ଗଦାଧର ନାୟକଙ୍କ ପୁଅ ସୁଭାଷିସ ନାୟକଙ୍କ ମୃତ ଦେହ ଛାତ ଉପରୁ ଉଦ୍ଧାର କରାଯାଇଥିଲା।ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଆଜି ଗଦାଧରଙ୍କ ବଡ଼ଝିଅ ୨୪ ବର୍ଷୀୟ ରଶ୍ମିତାର ମୃତ୍ୟୁଦେହ ମଧ୍ୟ ଛାତ ଉପରୁ ଉଦ୍ଧାର କରାଯାଇଛି।

ଏହା ହତ୍ୟା ନା ଆତ୍ମହତ୍ୟା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ଘଟଣାସ୍ଥଳରେ ଜୟପୁର ଟାଉନ ଥାନା ପୋଲିସ ପହଁଚି ମୃତଦେହ ବେବଛେଦ ପାଇଁ ପଠାଇଛି।ସୁଭାଷିସ୍ ସପ୍ତମ ଶ୍ରେଣୀରେ ପଢ଼ୁଥିବା ବେଳେ ରଶ୍ମିତା ଇଞ୍ଜିନିୟରିଂ ପଢୁଥିଲେ।ଉଭୟଙ୍କ ମୃତ୍ୟୁ ରହସ୍ୟଘେରରେ ରହିଛି। ପ୍ରଥମେ ପୁଅକୁ ହରାଇ ପରିବାର ଲୋକଙ୍କ ଆଖିରୁ ଲୁହ ଶୁଖୁନଥିବା ବେଳେ ଏବେ ଝିଅକୁ ହରାଇ ସମସ୍ତେ ନିର୍ବାକ ହୋଇଯାଇଛନ୍ତି।

ଆମେ ପ୍ରତିଦିନ ଏମିତି ସ୍ଵାସ୍ଥ୍ୟ, ବାସ୍ତୁ, ସ୍ପେଶାଲଖବର, ଭାଈରାଲ ଖବର ଓଲିଉଡ, ବଲିଉଡ, ଦୈନନ୍ଦିନ ରାଶିଫଳ,ସାପ୍ତାହିକ, ମାସିକ, ରାଶିଫଳର ଖବର ଆପଣଙ୍କ ପାଇଁ ନେଇ ଆସିବୁ । ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ । ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ।

ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ। ଜୟ ଜଗନ୍ନାଥ । ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ। ଆପଣଙ୍କ ଭଲପାଇବା ଆମକୁ ବହୁତ ପ୍ରେରଣା ଦେବା ସହ ଏମିତି ଖବର ଯୋଗାଇଦେବାକୁ ଉତ୍ସାହିତ କରିବ।।

More from ସ୍ପେଶାଲ ଖବରMore posts in ସ୍ପେଶାଲ ଖବର »

Be First to Comment

Leave a Reply

Your email address will not be published. Required fields are marked *