ପଞ୍ଚାୟତ ଅଫିସରେ ତାଲା ପକାଇଲେ ଗ୍ରାମବାସୀ । ଅନୁଗୁଳ ଜିଲ୍ଲା ପହଁରପାଳ ବ୍ଲକ ଶାନ୍ତରାପୁର କ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ପ୍ରତିବାଦରେ ପଂଚାୟତର ସରପଞ୍ଚ,ସମିତି ସଭ୍ୟ ଓ ପଂଚାୟତ ନିର୍ବାଇ ଅଧିକାରୀଙ୍କୁ ପଂଚାୟତ ଅଫିସରେ ବନ୍ଦ କରି ତାଲା ପକାଇଲେ ଗାଁ ଲୋକେ ।
ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକା ପ୍ରସ୍ତୁତିରେ ଏବେ ବ୍ୟାପକ,ଅନିୟମିତତା ଏବଂ ପକ୍ଷତା ଚିନ୍ତା କରାଯାଉଛି । ଆଜି ସାଧାରଣତନ୍ତ୍ର ଦିବସରେ ପଂଚାୟତରେ ସାଧାରଣତନ୍ତ୍ର ଦିବସ ପାଳିତ ହେବା ପରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଥିଲା । ପଂଚାୟତ କାର୍ଯ୍ୟାଳୟ ଭିତରେ ସରପଞ୍ଚ,ସମିତି ସଭ୍ୟ ଓ ପଂଚାୟତ ନିର୍ବାହୀ ଅଧିକାରୀଙ୍କୁ ତାଲା ପକାଇଲେ ପଂଚାୟତ ବାସୀ । ଦୀର୍ଘ ସମୟ ପରେ ପୋଲିସ ପହଂଚି ବୁଝା ସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା ।
ଆମେ ପ୍ରତିଦିନ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରାଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ର ଖବର ଆପଣଙ୍କ ପାଇଁ ନେଇ ଆସିବୁ । ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ । ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ। ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ। ଜୟ ଜଗନ୍ନାଥ । ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ। ଆପଣଙ୍କ ଭଲପାଇବା ଆମକୁ ବହୁତ ପ୍ରେରଣା ଦେବା ସହ ଏମିତି ଖବର ଯୋଗାଇଦେବାକୁ ଉତ୍ସାହିତ କରିବ।
Be First to Comment